ଦୁର୍ଘଟଣାରେ ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୪ ମାର୍ଚ୍ଚ (ହି.ସ) - ଖୋର୍ଦ୍ଧା ଜିଲ୍ଲାର ସାଇ ବେହେରା (ପିତା - ବାବୁ ବେହେରା) ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରି
mohan majhi


ଭୁବନେଶ୍ୱର, ୨୪ ମାର୍ଚ୍ଚ (ହି.ସ) - ଖୋର୍ଦ୍ଧା ଜିଲ୍ଲାର ସାଇ ବେହେରା (ପିତା - ବାବୁ ବେହେରା) ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ମାଧ୍ୟମରେ ଏହି ସୂଚନା ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande