ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ଧିରେ ଧିରେ ୨ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା
ଭୁବନେଶ୍ୱର, ୨୪ ମାର୍ଚ୍ଚ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ଧିରେ ଧିରେ ୨ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହାପରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପା
ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ଧିରେ ଧିରେ ୨ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା


ଭୁବନେଶ୍ୱର, ୨୪ ମାର୍ଚ୍ଚ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ଧିରେ ଧିରେ ୨ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହାପରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande