
ଭୁବନେଶ୍ୱର, 24 ମାର୍ଚ୍ଚ (ହି.ସ.)- ସାମ୍ବାଦିକ ସ୍ୱର୍ଗତ ନୃସିଂହ ଗୁରୁଙ୍କ ସ୍ମୃତିଚାରଣ
କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ
କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ, ଗାନ୍ଧୀବାଦୀ
ବ୍ୟକ୍ତିତ୍ବ ତଥା ସାମ୍ବାଦିକ ସ୍ୱର୍ଗତ ନୃସିଂହ ଗୁରୁଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା