ଶ୍ରୀରାମ ନବମୀ ପାଇଁ ସହରରେ ପୋଲିସ ଫ୍ଲାଗ ମାର୍ଚ୍ଚ

ସମ୍ବଲପୁର,୨୫, ମାର୍ଚ୍ଚ (ହି.ସ.)

ଆଗାମୀ ଶ୍ରୀରାମ ନବମୀ ଓ ହନୁମାନ ଜୟନ୍ତୀ ଉତ୍ସବକୁ ସମ୍ବଲପୁର ସହରରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ ଆଜି ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଫ୍ଲାଗ୍ ମାର୍ଚ୍ଚ କରାଯାଇଛି

---------------

ହିନ୍ଦୁସ୍ଥାନ ସମାଚାର / ଶୈଳେଶ

 rajesh pande