ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 25 ମାର୍ଚ୍ଚ (ହି.ସ.)- ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ଜନ୍ମଦ
ମଧ୍ୟପ୍ରଦେଶ     ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 25 ମାର୍ଚ୍ଚ (ହି.ସ.)- ମଧ୍ୟପ୍ରଦେଶ

ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ

ମୋହନ ଯାଦବଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭକାମନା ।

ମହାକାଳଙ୍କ କୃପାରେ ଆପଣ

ସର୍ବଦା ଉର୍ଜାବାନ ଓ ଜନସେବା ପ୍ରତି ସମର୍ପିତ ରୁହନ୍ତୁ । ଆପଣଙ୍କ ନେତୃତ୍ୱରେ ମଧ୍ୟପ୍ରଦେଶର

ପ୍ରଗତି, ସୁଶାସନ ଓ ଜନକଲ୍ୟାଣର ନୂଆ ମାଇଲଖୁଂଟ ସ୍ଥାପିତ କରୁ, ଏହି ଶୁଭେଚ୍ଛା ସହ ଆପଣଙ୍କ ଉତମ

ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ ଜୀବନ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande