ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋହନ ମାଝୀ
ଭୁବନେଶ୍ୱର, 25 ମାର୍ଚ୍ଚ (ହି.ସ.)- ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ଜନ୍ମଦିନର ହାର୍ଦ୍ଦ
ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 25 ମାର୍ଚ୍ଚ (ହି.ସ.)- ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ

ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ଜନ୍ମଦିନର

ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।

ଆପଣଙ୍କ ନେତୃତ୍ୱରେ ମଧ୍ୟ

ପ୍ରଦେଶ ରାଜ୍ୟ ନିରନ୍ତର ଉନ୍ନତି ଓ ପ୍ରଗତିର ପଥରେ ଅଗ୍ରସର ହେଉଛି।

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ

ନିକଟରେ ପ୍ରାର୍ଥନା କରୁଛି ଯେ ସେ ଆପଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ, ସୁଖ-ସମୃଦ୍ଧି ଏବଂ ଜନକଲ୍ୟାଣ

ଓ ରାଷ୍ଟ୍ରସେବା ପାଇଁ ନିରନ୍ତର ଶକ୍ତି ପ୍ରଦାନ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande