ସମାଜସେବୀ ଶୈଳବାଳା ଦାସଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 25 ମାର୍ଚ୍ଚ (ହି.ସ.)- ସମାଜସେବୀ ଶୈଳବାଳା ଦାସଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ମହାନ ନାରୀ ନେତ୍ରୀ ତଥା ସମାଜସେବୀ ଶୈଳବାଳା ଦାସଙ୍କ ଜ
ଶୈଳବାଳା


ଭୁବନେଶ୍ୱର, 25 ମାର୍ଚ୍ଚ (ହି.ସ.)- ସମାଜସେବୀ

ଶୈଳବାଳା ଦାସଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ

ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ମହାନ ନାରୀ ନେତ୍ରୀ ତଥା

ସମାଜସେବୀ ଶୈଳବାଳା ଦାସଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ନାରୀମାନଙ୍କୁ ସମାଜର

ମୁଖ୍ୟ ସ୍ରୋତକୁ ଆଣିବା ପାଇଁ ଓଡ଼ିଶାରେ ନାରୀ ଶିକ୍ଷାର ପ୍ରସାର ସହ ସମାଜସଂସ୍କାର କ୍ଷେତ୍ରରେ

ତାଙ୍କର ଅତୁଳନୀୟ ଅବଦାନ ଚିର ପ୍ରେରଣାଦାୟୀ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande