ଡିସେମ୍ବର ୨୪ରେ ବାରବାଟୀରେ ଭାରତ - ଶ୍ରୀଲଙ୍କା ଟି-୨୦
ଭୁବନେଶ୍ୱର, ୨୬ ମାର୍ଚ୍ଚ (ହି.ସ.) - ଆସନ୍ତା ଡିସେମ୍ବର ୨୪ ତାରିଖରେ ବାରବାଟୀରେ ଟି-୨୦ ମ୍ୟାଚ୍ ଖେଳାଯିବ। ୨୦୨୬-୨୭ ପାଇଁ ବିସିସିଆଇ ଖେଳସୂଚୀରୁ ଏହା ଜଣାପଡିଛି। ଡିାସମ୍ବର ୨୪ରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଟି-୨୦ ମ୍ୟାଚ୍ ଖେଳାଯିବ। ଶ୍ରୀଲଙ୍କା ଭାରତ ଗସ୍ତରେ ଆସି ୩ଟି ଓଡିଆଇ ଓ ୩ଟି ଟି-୨୦ ଖେଳ
barabati


ଭୁବନେଶ୍ୱର, ୨୬ ମାର୍ଚ୍ଚ (ହି.ସ.) - ଆସନ୍ତା ଡିସେମ୍ବର ୨୪ ତାରିଖରେ ବାରବାଟୀରେ ଟି-୨୦ ମ୍ୟାଚ୍ ଖେଳାଯିବ। ୨୦୨୬-୨୭ ପାଇଁ ବିସିସିଆଇ ଖେଳସୂଚୀରୁ ଏହା ଜଣାପଡିଛି। ଡିାସମ୍ବର ୨୪ରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଟି-୨୦ ମ୍ୟାଚ୍ ଖେଳାଯିବ। ଶ୍ରୀଲଙ୍କା ଭାରତ ଗସ୍ତରେ ଆସି ୩ଟି ଓଡିଆଇ ଓ ୩ଟି ଟି-୨୦ ଖେଳିବ। ୩ ଟିକିଆ ମ୍ୟାଚ୍ ଟି-୨୦ ସିରିଜ୍ ର ଦ୍ୱିତୀୟ ମ୍ୟାଚ୍ ବାରବାଟୀରେ ଖେଳାଯିବ। ରାଜକୋଟରେ ପ୍ରଥମ ଓ ପୁଣେରେ ତୃତୀୟ ଟି-୨୦ ମ୍ୟାଚ୍ ଖୋଯିବ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande