ଅଶୋକାଷ୍ଟମୀ ତଥା ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 26 ମାର୍ଚ୍ଚ (ହି.ସ.)- ଅଶୋକାଷ୍ଟମୀ ତଥା ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଅଶୋକାଷ୍ଟମୀ ତଥା ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍
ରୁକୁଣା ରଥ


ଭୁବନେଶ୍ୱର, 26 ମାର୍ଚ୍ଚ (ହି.ସ.)- ଅଶୋକାଷ୍ଟମୀ ତଥା ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା

ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଅଶୋକାଷ୍ଟମୀ ତଥା ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ

ରୁକୁଣା ରଥଯାତ୍ରା ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଶ୍ରୀ

ଲିଙ୍ଗରାଜଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ

ସମୃଦ୍ଧିରେ ଭରିଯାଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande