ପବିତ୍ର ଅଶୋକାଷ୍ଟମୀ ଏବଂ ରୁକୁଣା ରଥଯାତ୍ରାର ଶୁଭକାମନା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 26 ମାର୍ଚ୍ଚ (ହି.ସ.)- ପବିତ୍ର ଅଶୋକାଷ୍ଟମୀ ଏବଂ ରୁକୁଣା ରଥଯାତ୍ରାର ଶୁଭକାମନା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଅଶୋକାଷ୍ଟମୀ ଏବଂ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପବିତ୍ର ରୁକୁଣା
ରଥ


ଭୁବନେଶ୍ୱର, 26 ମାର୍ଚ୍ଚ (ହି.ସ.)- ପବିତ୍ର ଅଶୋକାଷ୍ଟମୀ ଏବଂ ରୁକୁଣା ରଥଯାତ୍ରାର

ଶୁଭକାମନା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଅଶୋକାଷ୍ଟମୀ ଏବଂ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ

ପବିତ୍ର ରୁକୁଣା ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି।

ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ ସମୃଦ୍ଧିରେ ପରିପୂର୍ଣ୍ଣ

ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande