
ଭୁବନେଶ୍ୱର, 26 ମାର୍ଚ୍ଚ (ହି.ସ.)- ଅଶୋକାଷ୍ଟମୀ ତଥା ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା
ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ
ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ଅଶୋକାଷ୍ଟମୀ ଏବଂ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ
ରୁକୁଣା ରଥଯାତ୍ରାର ଶୁଭ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁଙ୍କ କୃପାରୁ
ଆପଣମାନଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ, ଏତିକି ପ୍ରାର୍ଥନା
।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା