ପବିତ୍ର ଶ୍ରୀରାମ ନବମୀର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 27 ମାର୍ଚ୍ଚ (ହି.ସ.)- ପବିତ୍ର ଶ୍ରୀରାମ ନବମୀର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଶ୍ରୀରାମ ନବମୀ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମର୍ଯ୍ୟାଦା
ରାମ


ଭୁବନେଶ୍ୱର, 27 ମାର୍ଚ୍ଚ (ହି.ସ.)- ପବିତ୍ର ଶ୍ରୀରାମ ନବମୀର ଶୁଭେଚ୍ଛା ଜଣାଇଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ପବିତ୍ର ଶ୍ରୀରାମ ନବମୀ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମର୍ଯ୍ୟାଦା

ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଆଦର୍ଶ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହେଉ।

ପ୍ରଭୁଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ, ଏହାହିଁ କାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande