
ଭୁବନେଶ୍ୱର, 27 ମାର୍ଚ୍ଚ (ହି.ସ.)-‘ଶ୍ରୀରାମ ନବମୀ’ର ଶୁଭେଚ୍ଛା ଜଣାଇଛନ୍ତି
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ
କହିଛନ୍ତି ଯେ, ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ପବିତ୍ର ଜନ୍ମୋତ୍ସବ
‘ଶ୍ରୀରାମ ନବମୀ’ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ।
ପ୍ରଭୁଙ୍କ ପାଖରେ ସମାଜର କଲ୍ୟାଣ କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା