ପବିତ୍ର ଶ୍ରୀରାମ ନବମୀର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 27 ମାର୍ଚ୍ଚ (ହି.ସ.)- ପବିତ୍ର ଶ୍ରୀରାମ ନବମୀର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଶ୍ରୀରାମ ନବମୀର ଶୁଭ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭ
ରାମ


ଭୁବନେଶ୍ୱର, 27 ମାର୍ଚ୍ଚ (ହି.ସ.)- ପବିତ୍ର ଶ୍ରୀରାମ ନବମୀର ଶୁଭେଚ୍ଛା ଜଣାଇଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ପବିତ୍ର ଶ୍ରୀରାମ ନବମୀର ଶୁଭ ଅବସରରେ

ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ପ୍ରଭୁ ଶ୍ରୀରାମଙ୍କ ଅପାର କରୁଣାରୁ

ସମସ୍ତଙ୍କ ଜୀବନ ମଙ୍ଗଳମୟ ହେଉ ଏତିକି କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande