
ଭୁବନେଶ୍ୱର, 27 ମାର୍ଚ୍ଚ (ହି.ସ.)- ପବିତ୍ର ଶ୍ରୀରାମ ନବମୀର ଶୁଭେଚ୍ଛା ଜଣାଇଛନ୍ତି
ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି
ଯେ, ପବିତ୍ର ଶ୍ରୀରାମ ନବମୀର ଶୁଭ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଉଛି ।
ପ୍ରଭୁଙ୍କ କୃପାରୁ ଆପଣମାନଙ୍କ ଜୀବନ ସୁଖ, ଶାନ୍ତି ଓ
ସମୃଦ୍ଧିରେ ଭରିଯାଉ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା