ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା : କନ୍ଧମାଳ ଜିଲ୍ଲାର କେ ନୂଆଗାଁରେ ସର୍ବାଧିକ ୧୧.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୯ ମାର୍ଚ୍ଚ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି । କନ୍ଧମାଳ ଜିଲ୍ଲାର କେ ନୂଆଗାଁରେ ସର୍ବାଧିକ ୧୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ବାଲେଶ୍ୱର ଜିଲ୍ଲାର ଜଳେଶ୍ୱରରେ ୭.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦାରେ ୫.୪ ମି.ମି.
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା : କନ୍ଧମାଳ ଜିଲ୍ଲାର କେ ନୂଆଗାଁରେ ସର୍ବାଧିକ ୧୧.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୯ ମାର୍ଚ୍ଚ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି । କନ୍ଧମାଳ ଜିଲ୍ଲାର କେ ନୂଆଗାଁରେ ସର୍ବାଧିକ ୧୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ବାଲେଶ୍ୱର ଜିଲ୍ଲାର ଜଳେଶ୍ୱରରେ ୭.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦାରେ ୫.୪ ମି.ମି. ଏବଂ କନ୍ଧମାଳ ଜିଲ୍ଲାର ବାଲିଗୁଡାରେ ୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande