
Bhubneshwar, 29 ମାର୍ଚ୍ଚ (ହି.ସ.)
ଭୁବନେଶ୍ୱର- ସ୍ଵାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କୁ
ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ
ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ ତଥା ଜନଜାତି
ଜନନାୟକ ବିପ୍ଳବୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା