ସ୍ଵାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ସ୍ମରଣ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 29 ମାର୍ଚ୍ଚ (ହି.ସ.)- ସ୍ଵାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ, ଶହୀଦ ଲକ୍ଷ୍ମଣ ନାୟକଙ୍କ ପୁଣ୍ୟତିଥିର
ଲକ୍ଷ୍ମଣ


ଭୁବନେଶ୍ୱର, 29 ମାର୍ଚ୍ଚ (ହି.ସ.)- ସ୍ଵାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ

ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ, ଶହୀଦ ଲକ୍ଷ୍ମଣ ନାୟକଙ୍କ ପୁଣ୍ୟତିଥିରେ ବିନମ୍ର

ଶ୍ରଦ୍ଧାଞ୍ଜଳି ଜଣାଉଛି। ମାଟି ମା' ପାଇଁ ତାଙ୍କର ତ୍ୟାଗ, ବଳିଦାନ ସର୍ବଦା ସ୍ମରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande