ସ୍ଵାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ସ୍ମରଣ କଲେ ପ୍ରଭାତି ପରଡା
ଭୁବନେଶ୍ୱର, 29 ମାର୍ଚ୍ଚ (ହି.ସ.)- ସ୍ଵାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ବିଶିଷ୍ଟ ଜନଜାତି ନାୟକ ଶହୀଦ
ଲକ୍ଷ୍ମଣ


ଭୁବନେଶ୍ୱର, 29 ମାର୍ଚ୍ଚ (ହି.ସ.)- ସ୍ଵାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ

ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ

ପ୍ରଭାତି ପରିଡା କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ବିଶିଷ୍ଟ ଜନଜାତି ନାୟକ ଶହୀଦ

ଲକ୍ଷ୍ମଣ ନାୟକଙ୍କ ପୁଣ୍ୟତିଥି ଅବସରରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜଣାଉଛି । ନିଷ୍ଠୁର

ବ୍ରିଟିଶ ଶାସନ ବିରୋଧରେ ତାଙ୍କ ଅଦମ୍ୟ ସାହସ ପାଇଁ ସେ ଚିରକାଳ ସ୍ମରଣୀୟ ରହିବେ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande