
ଭୁବନେଶ୍ୱର, 31 ମାର୍ଚ୍ଚ (ହି.ସ.)- ଭଗବାନ ମହାବୀରଙ୍କ ଜୟନ୍ତୀର ଶୁଭକାମନା
ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ
କହିଛନ୍ତି ଯେ, ଅହିଂସା, ଶାନ୍ତି ଓ ମୈତ୍ରୀର ଅବତାର ଭଗବାନ ମହାବୀରଙ୍କ ଜୟନ୍ତୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା
ଓ ଅଭିନନ୍ଦନ । ଆସନ୍ତୁ, ଭଗବାନ ମହାବୀରଙ୍କ ପ୍ରଦର୍ଶିତ ସତ୍ୟ ଓ ଅହିଂସାର ମାର୍ଗରେ ଚାଲି ବିଶ୍ୱ କଲ୍ୟାଣ ପାଇଁ
ସଂକଳ୍ପବଦ୍ଧ ହେବା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା