ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 31 ମାର୍ଚ୍ଚ (ହି.ସ.)- ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ଜନନାୟକ ତଥା ଓଡ଼ିଶାର ପୂର୍ବତନ
ରାଜେନ୍ଦ୍ର


ଭୁବନେଶ୍ୱର, 31 ମାର୍ଚ୍ଚ (ହି.ସ.)- ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ରାଜେନ୍ଦ୍ର

ନାରାୟଣ ସିଂହଦେଓଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ଜନନାୟକ ତଥା ଓଡ଼ିଶାର ପୂର୍ବତନ

ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ।

ଜଣେ ନିଷ୍ଠାପର ନେତା ଭାବେ ରାଜ୍ୟର ପ୍ରଗତି ଏବଂ ପ୍ରଶାସନିକ

ସଂସ୍କାର କ୍ଷେତ୍ରରେ ତାଙ୍କର ଅବଦାନ ସ୍ମରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande