
ଭୁବନେଶ୍ୱର, 31 ମାର୍ଚ୍ଚ (ହି.ସ.)- ପୂର୍ବତନ
ମୁଖ୍ୟମନ୍ତ୍ରୀ ସ୍ବର୍ଗତ ରାଜେନ୍ଦ୍ର ନାରାୟଣ ସିଂହଦେଓ ଙ୍କ ଜୟନ୍ତୀ ଅବସରରେ ପୋଲିସ କମିଶନରେଟ
ନିକଟସ୍ଥ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ପ୍ରତିମୂର୍ତ୍ତୀ ନିକଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ,ବାଚସ୍ପତି ଶ୍ରୀମତୀ ସୁରମା ପାଢୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ବିଧାୟକ ତଥା ବିଶିଷ୍ଟ ଅତିଥି
ବୃନ୍ଦ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା