ପୂର୍ବତନ ମୁଖ୍ୟମନ୍ତ୍ରୀ ମହାରାଜା ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 31 ମାର୍ଚ୍ଚ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ମହାରାଜା ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ
ରାଜେନ୍ଦ୍ର


ଭୁବନେଶ୍ୱର, 31 ମାର୍ଚ୍ଚ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ମହାରାଜା ରାଜେନ୍ଦ୍ର

ନାରାୟଣ ସିଂହଦେଓଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ

ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ

ମହାରାଜା ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande