ପଦ୍ମଶ୍ରୀ ହଳଧର ନାଗଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 31 ମାର୍ଚ୍ଚ (ହି.ସ.)- ପଦ୍ମଶ୍ରୀ ହଳଧର ନାଗଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ନିଜର ସାରସ୍ୱତ ସୃଷ୍ଟି ନିମନ୍ତେ ଭାରତୀୟ ସାହିତ୍ୟ ଜଗତରେ ପ୍ରସିଦ୍ଧି ଅ
ହଳଧର


ଭୁବନେଶ୍ୱର, 31 ମାର୍ଚ୍ଚ (ହି.ସ.)- ପଦ୍ମଶ୍ରୀ ହଳଧର ନାଗଙ୍କୁ ଜନ୍ମଦିନର ଶୁଭେଚ୍ଛା

ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ

କହିଛନ୍ତି ଯେ, ନିଜର ସାରସ୍ୱତ ସୃଷ୍ଟି ନିମନ୍ତେ ଭାରତୀୟ ସାହିତ୍ୟ ଜଗତରେ ପ୍ରସିଦ୍ଧି ଅର୍ଜନ

କରି ଓଡ଼ିଶା ମାଟିକୁ ଗୌରବାନ୍ୱିତ କରିଥିବା ଲୋକକବିରତ୍ନ ପଦ୍ମଶ୍ରୀ ହଳଧର ନାଗଙ୍କୁ ଜନ୍ମଦିନର

ଅନେକ ଶୁଭକାମନା । ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା'ସମଲେଇଙ୍କ ପାଖରେ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande