
ଭୁବନେଶ୍ୱର, 31 ମାର୍ଚ୍ଚ (ହି.ସ.)- ପବିତ୍ର ମହାବୀର ଜୟନ୍ତୀର ଶୁଭେଚ୍ଛା
ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ
କହିଛନ୍ତି ଯେ, ପବିତ୍ର ମହାବୀର ଜୟନ୍ତୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ
ଶୁଭେଚ୍ଛା ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା