ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ମହାରାଜା ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ସ୍ମରଣ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 31 ମାର୍ଚ୍ଚ (ହି.ସ.)- ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ମହାରାଜା ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମହାନ ଜନନାୟକ ତଥା ଓଡ଼ିଶାର
ରାଜେନ୍ଦ୍ର


ଭୁବନେଶ୍ୱର, 31 ମାର୍ଚ୍ଚ (ହି.ସ.)- ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ମହାରାଜା

ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମହାନ ଜନନାୟକ ତଥା ଓଡ଼ିଶାର

ପୂର୍ବତନ ମୁଖ୍ୟମନ୍ତ୍ରୀ ମହାରାଜା ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ

ଶ୍ରଦ୍ଧାଞ୍ଜଳି ଜଣାଉଛି । ଜନସେବା କ୍ଷେତ୍ରରେ ତାଙ୍କର ଅମୂଲ୍ୟ ଅବଦାନ ପାଇଁ ସେ ସଦା ସ୍ମରଣୀୟ

ରହିବେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande