ହୋଲିର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 04 ମାର୍ଚ୍ଚ (ହି.ସ.)- ହୋଲିର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ରଙ୍ଗର ପର୍ବ ହୋଲି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ମହାପ୍ରଭୁଙ୍
ହୋଲି


ଭୁବନେଶ୍ୱର, 04 ମାର୍ଚ୍ଚ (ହି.ସ.)- ହୋଲିର

ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ

ମନ୍ତ୍ରୀ କହିଛନ୍ତି ଯେ, ରଙ୍ଗର ପର୍ବ ହୋଲି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ

ଶୁଭେଚ୍ଛା ଜଣାଉଛି। ମହାପ୍ରଭୁଙ୍କ କରୁଣାରୁ ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନକୁ ସୁଖ, ଶାନ୍ତି ଏବଂ ସମୃଦ୍ଧିରେ ରଙ୍ଗୀନ କରିଦେଉ ଏତିକି କାମନା।

ମନ୍ତ୍ରୀ କହିଛନ୍ତି ଯେ, ଆସନ୍ତୁ

ସମସ୍ତେ ଏକାଠି ହୋଇ ଆନନ୍ଦ, ଉତ୍ସାହର ସହ ଏହି ପର୍ବ ପାଳନ

କରିବା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande