ବିଧାନସଭା ପରିସରରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳନ କାଲି
ଭୁବନେଶ୍ୱର, 05 ମାର୍ଚ୍ଚ (ହି.ସ.) – ଆଜି ଗୁରୁବାର ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ବିଧାନସଭା ପରିସରରେ ପାଳିତ ହେବ l ଏହି ଅବସରରେ ବାଚସ୍ପତି, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ମନ୍ତ୍ରୀମଣ୍ଡଳର ସଦସ୍ୟ, ବିଧାୟକ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍
ବିଧାନସଭା ପରିସରରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳନ କାଲି


ଭୁବନେଶ୍ୱର, 05 ମାର୍ଚ୍ଚ (ହି.ସ.) – ଆଜି ଗୁରୁବାର ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ବିଧାନସଭା ପରିସରରେ ପାଳିତ ହେବ l ଏହି ଅବସରରେ ବାଚସ୍ପତି, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ମନ୍ତ୍ରୀମଣ୍ଡଳର ସଦସ୍ୟ, ବିଧାୟକ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ l

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande