ଆଗାମୀ ୨୪ ଘଂଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ, ପରବର୍ତୀ ୩ ଦିନ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର, ୬ ମାର୍ଚ୍ଚ (ହି.ସ.)- ଆଗାମୀ ୨୪ ଘଂଟା ଅର୍ଥାତ୍ ୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ପରବର୍ତୀ ୩ ଦିନ ଅର୍ଥାତ୍ ୭ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି
ପରବର୍ତୀ ୩ ଦିନ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା-୨


ପରବର୍ତୀ ୩ ଦିନ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା-୧


ପରବର୍ତୀ ୩ ଦିନ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା


ଭୁବନେଶ୍ୱର, ୬ ମାର୍ଚ୍ଚ (ହି.ସ.)- ଆଗାମୀ ୨୪ ଘଂଟା ଅର୍ଥାତ୍ ୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ପରବର୍ତୀ ୩ ଦିନ ଅର୍ଥାତ୍ ୭ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଏହାର ପରବର୍ତୀ ୩ ଦିନ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande