ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର, ୬ ମାର୍ଚ୍ଚ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ୭ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ଭଦ୍ରକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଜଗତସିଂହପୁର । ଭୋର୍ କିମ୍ବା ସକାଳ ସମୟରେ ଏସବୁ
ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ୱର, ୬ ମାର୍ଚ୍ଚ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ୭ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ଭଦ୍ରକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଜଗତସିଂହପୁର । ଭୋର୍ କିମ୍ବା ସକାଳ ସମୟରେ ଏସବୁ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande