ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର, ୭ ମାର୍ଚ୍ଚ (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୧୦ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଏହାର ପରବର୍ତୀ ୪ ଦିନ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନି
ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା-୨

ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର, ୭ ମାର୍ଚ୍ଚ (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୧୦ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଏହାର ପରବର୍ତୀ ୪ ଦିନ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande