ଗୌରୀଶଙ୍କର ରାୟଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 07 ମାର୍ଚ୍ଚ (ହି.ସ.)- ଗୌରୀଶଙ୍କର ରାୟଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର, ଓଡ଼ିଆ
ଗୌରୀଶଙ୍କର


ଭୁବନେଶ୍ୱର, 07 ମାର୍ଚ୍ଚ (ହି.ସ.)- ଗୌରୀଶଙ୍କର ରାୟଙ୍କ ପୁଣ୍ୟତିଥିରେ ତାଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର, ଓଡ଼ିଆ ଭାଷା ଓ

ସାହିତ୍ୟର ଅନନ୍ୟ ସେବକ, 'ଉତ୍କଳ ଦୀପିକା'ର ସମ୍ପାଦକ

କର୍ମବୀର ଗୌରୀଶଙ୍କର ରାୟଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି। ଓଡ଼ିଆ ଅସ୍ମିତାର

ପ୍ରଚାର ଓ ପ୍ରସାର ପାଇଁ ତାଙ୍କର ତ୍ୟାଗ ଓ ଅବଦାନ ଆମ ସମସ୍ତଙ୍କ ପାଇଁ ପଥପ୍ରଦର୍ଶକ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande