ଭୁବନେଶ୍ୱର, 08 ମାର୍ଚ୍ଚ (ହି.ସ.) ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ, କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ମାରାଥନ ଆୟୋଜିତ ହେବ ।ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ମାରାଥନର ଶୁଭାରମ୍ଭ (ଫ୍ଲାଗ୍-ଅଫ୍) କରିବେ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ
08 Mar 2026
ଭୁବନେଶ୍ୱର, 08 ମାର୍ଚ୍ଚ (ହି.ସ.)- ଅନ୍ତର୍ଜାତୀୟ ମହିଳା ଦିବସରେ ମାତୃଶକ୍ତିକୁ ଶୁଭକାମନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଅନ୍ତର୍ଜାତୀୟ ମହିଳା ଦିବସ’ ଅବସରରେ ସମସ୍ତ ମାତୃଶକ୍ତିଙ୍କୁ ..
ଭୁବନେଶ୍ୱର, 08 ମାର୍ଚ୍ଚ (ହି.ସ.)- ଅନ୍ତର୍ଜାତୀୟ ମହିଳା ଦିବସରେ ମାତୃଶକ୍ତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସମସ୍ତ ମାତୃଶକ୍ତିଙ୍କୁ ..
ଭୁବନେଶ୍ୱର, 08 ମାର୍ଚ୍ଚ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ..
ଭୁବନେଶ୍ୱର, 08 ମାର୍ଚ୍ଚ (ହି.ସ.)- ଅନ୍ତର୍ଜାତୀୟ ମହିଳା ଦିବସର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ମହିଳା ସଶକ୍ତିକରଣ ସର୍ବଦା ଆମ ସମସ୍ତ ପଦକ୍ଷେପର ପ୍ରେରଣାଦାୟକ ଶକ୍ତି ରହିଛି। ଓଡ଼ିଶା ମିଶନ ..
Copyright © 2017-2024. All Rights Reserved Hindusthan Samachar News Agency
Powered by Sangraha