
ଭୁବନେଶ୍ବର 08 ମାର୍ଚ୍ଚ (ହି.ସ.) : ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଓଡ଼ିଶାର ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରେରଣ କରାଯିବ। ରାଜ୍ୟର କୋଟିଏ ୨ ଲକ୍ଷରୁ ଅଧିକ ମହିଳାଙ୍କୁ ଏହି ଯୋଜନାର ଲାଭ ମିଳିବ ।
ସହଯୋଗ ଓ ସୁବିଧାର୍ଥ ହିତାଧିକାରୀଙ୍କ ତାଲିକାରେ ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀଙ୍କୁ ଯୋଡ଼ାଯିବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା