ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଲେ ଜୁଏଲ ଓରାମ
ଭୁବନେଶ୍ୱର, 01 ଏପ୍ରିଲ୍ (ହି.ସ.)- ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଜୁଏଲ ଓରାମ କହିଛନ୍ତି ଯେ, ଓଡ଼ିଶା ଦିବସ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। କେନ୍ଦ୍ରମନ୍ତ୍
ଓଡ଼ିଶା ଦିବସ


ଭୁବନେଶ୍ୱର, 01 ଏପ୍ରିଲ୍ (ହି.ସ.)- ଓଡ଼ିଶା ଦିବସର

ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଜୁଏଲ ଓରାମ

କହିଛନ୍ତି ଯେ, ଓଡ଼ିଶା ଦିବସ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ

ଅଭିନନ୍ଦନ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି

ଯେ, ସ୍ଵତନ୍ତ୍ର ପ୍ରଦେଶ ଗଠନର ପୁରୋଧାମାନଙ୍କୁ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି। ଆସନ୍ତୁ, ଓଡ଼ିଆ ଜାତିର ସ୍ବାଭିମାନ ଓ ଓଡ଼ିଶା ଜନନୀର ସମୃଦ୍ଧି ପାଇଁ ଆମର

ମିଳିତ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବା। ବନ୍ଦେ

ଉତ୍କଳ ଜନନୀ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande