ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 01 ଏପ୍ରିଲ୍ (ହି.ସ.)- ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ଅବସରରେ ଓଡ଼ିଶା ପୋଲିସ ପରିବାରଙ୍କୁ
ଓଡ଼ିଶା


ଭୁବନେଶ୍ୱର, 01 ଏପ୍ରିଲ୍ (ହି.ସ.)- ଓଡ଼ିଶା ପୋଲିସ

ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ଅବସରରେ

ଓଡ଼ିଶା ପୋଲିସ ପରିବାରଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି। ରାଜ୍ଯର ସୁରକ୍ଷା, ଶାନ୍ତିରକ୍ଷା ନିମନ୍ତେ ଆପଣ ସମସ୍ତଙ୍କ ତ୍ୟାଗ, ନିଷ୍ଠା ପାଇଁ ଅଶେଷ ଧନ୍ୟବାଦ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande