ଓଡ଼ିଶା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 01 ଏପ୍ରିଲ୍ (ହି.ସ.)- ଓଡ଼ିଶା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଓଡ଼ିଆ ଅସ୍ମିତାର ସବୁଠୁ ବଡ଼ ଉତ୍ସବ, ଉତ୍କଳ ଦିବସ ଅବସରରେ ମୋର ପ୍ରୟ ଓଡ଼ିଶାବାସ
ଉତ୍କଳ


ଭୁବନେଶ୍ୱର, 01 ଏପ୍ରିଲ୍ (ହି.ସ.)- ଓଡ଼ିଶା ଦିବସରେ

ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ

ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଓଡ଼ିଆ ଅସ୍ମିତାର ସବୁଠୁ ବଡ଼ ଉତ୍ସବ, ଉତ୍କଳ ଦିବସ ଅବସରରେ ମୋର ପ୍ରୟ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା

ଓ ଅଭିନନ୍ଦନ । ଆସନ୍ତୁ ଏହି ସ୍ୱତନ୍ତ୍ର ଦିନରେ ଏକ ସଶକ୍ତ, ସମୃଦ୍ଧ ଏବଂ ବିକଶିତ ଓଡ଼ିଶା ଗଠନ ପାଇଁ ସଂକଳ୍ପ ନେବା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande