ହିଟ୍ ୱେଭ୍ ନେଇ ଆସନ୍ତା ୧୩ ତାରିଖ ୩ ଜିଲ୍ଲା, ୧୪ ତାରିଖ ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୦ ଅପ୍ରେଲ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ଆସନ୍ତା ୧୩ ତାରିଖ ପାଇଁ ୩ ଜିଲ୍ଲା ଏବଂ ୧୪ ତାରିଖ ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୩ ଜିଲ୍ଲା ହେଲା ସମ୍ବଲପୁର, ବରଗଡ଼, ବଲାଙ୍ଗିର । ୧୪ ତାରିଖ ପାଇଁ
ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ଆସନ୍ତା ୧୪ ତାରିଖ ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ


ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ଆସନ୍ତା ୧୩ ତାରିଖ ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ


ଭୁବନେଶ୍ୱର, ୧୦ ଅପ୍ରେଲ (ହି.ସ.)- ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ଆସନ୍ତା ୧୩ ତାରିଖ ପାଇଁ ୩ ଜିଲ୍ଲା ଏବଂ ୧୪ ତାରିଖ ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୧୩ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୩ ଜିଲ୍ଲା ହେଲା ସମ୍ବଲପୁର, ବରଗଡ଼, ବଲାଙ୍ଗିର । ୧୪ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୩ ଜିଲ୍ଲା ହେଲା ସମ୍ବଲପୁର, ବରଗଡ଼, ବଲାଙ୍ଗିର । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande