ଗରମ ଓ ଗୁଳୁଗୁଳି ନେଇ ଆସନ୍ତା ୧୧ ତାରିଖ ଠାରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୧୦ ଅପ୍ରେଲ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆସନ୍ତା ୧୧ ତାରିଖ ଠାରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଗରମ ଓ ଗୁଳୁଗୁଳି ନେଇ ଅପ୍ରେଲ ୧୧ ତାରିଖ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେ
ଗରମ ଓ ଗୁଳୁଗୁଳି ନେଇ ଅପ୍ରେଲ ୧୬ ତାରିଖ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଗରମ ଓ ଗୁଳୁଗୁଳି ନେଇ ଅପ୍ରେଲ ୧୫ ତାରିଖ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଗରମ ଓ ଗୁଳୁଗୁଳି ନେଇ ଅପ୍ରେଲ ୧୪ ତାରିଖ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଗରମ ଓ ଗୁଳୁଗୁଳି ନେଇ ଅପ୍ରେଲ ୧୩ ତାରିଖ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଗରମ ଓ ଗୁଳୁଗୁଳି ନେଇ ଅପ୍ରେଲ ୧୨ ତାରିଖ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଗରମ ଓ ଗୁଳୁଗୁଳି ନେଇ ଅପ୍ରେଲ ୧୧ ତାରିଖ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୦ ଅପ୍ରେଲ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆସନ୍ତା ୧୧ ତାରିଖ ଠାରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଗରମ ଓ ଗୁଳୁଗୁଳି ନେଇ ଅପ୍ରେଲ ୧୧ ତାରିଖ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ଗଜପତି ।

ସେହିପରି ଗରମ ଓ ଗୁଳୁଗୁଳି ନେଇ ୧୨ ତାରିଖ ପାଇଁ ୧୧ ଜିଲ୍ଲା, ୧୩ ତାରିଖ ପାଇଁ ୧୧ ଜିଲ୍ଲା, ୧୪ ତାରିଖ ପାଇଁ ୧୧ ଜିଲ୍ଲା, ୧୫ ତାରିଖ ପାଇଁ ୧୧ ଜିଲ୍ଲା ଏବଂ ୧୬ ତାରିଖ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande