'ଛେନାପୋଡ଼ ଦିବସ'ରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ
ଭୁବନେଶ୍ୱର, 11 ଏପ୍ରିଲ୍ (ହି.ସ.)-''ଛେନାପୋଡ଼ ଦିବସ''ରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ପରମ୍ପରାର ଅନନ୍ୟ ପରିଚୟ ‘ଛ
ଛେନାପୋଡ


ଭୁବନେଶ୍ୱର, 11 ଏପ୍ରିଲ୍ (ହି.ସ.)-'ଛେନାପୋଡ଼

ଦିବସ'ରେ

ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ

ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ପରମ୍ପରାର ଅନନ୍ୟ

ପରିଚୟ ‘ଛେନାପୋଡ଼’। ଏହି ପାରମ୍ପରିକ ମିଷ୍ଟାନ୍ନ ଓଡ଼ିଆ ଖାଦ୍ୟ ପରମ୍ପରାର ଗର୍ବ ଓ ଆମ

ଐତିହ୍ୟର ଏକ ଅବିଚ୍ଛେଦ୍ୟ ଅଙ୍ଗ। ପବିତ୍ର 'ଛେନାପୋଡ଼ ଦିବସ'ରେ ସମସ୍ତ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande