
ଭୁବନେଶ୍ୱର, 12 ଏପ୍ରିଲ୍ (ହି.ସ.)- ବିଧାୟକ ଦୁର୍ଗା ପ୍ରସନ୍ନ ନାୟକଙ୍କୁ ଜନ୍ମଦିନର
ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ
ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାକାଳପଡ଼ାର ଜନପ୍ରିୟ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକଙ୍କୁ ଜନ୍ମଦିନର
ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କ ମଙ୍ଗଳମୟ
ଜୀବନ କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା