ରାଜଧାନୀ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 13 ଏପ୍ରିଲ୍ (ହି.ସ.)- ରାଜଧାନୀ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ୭୮ତମ ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ଆସନ୍ତ
ରାଜଧାନୀ


ଭୁବନେଶ୍ୱର, 13 ଏପ୍ରିଲ୍ (ହି.ସ.)- ରାଜଧାନୀ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଛନ୍ତି

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି

ଯେ, ୭୮ତମ ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ଆସନ୍ତୁ

ରାଜ୍ୟର ରାଜଧାନୀ ମନ୍ଦିରମାଳିନୀ ଭୁବନେଶ୍ୱରକୁ ଏକ ସ୍ୱଚ୍ଛ, ସୁନ୍ଦର ଏବଂ

ସମୃଦ୍ଧ ସହର ରୂପେ ଗଢ଼ିତୋଳିବା ପାଇଁ ସଂକଳ୍ପ ନେବା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande