ରାଜଧାନୀ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 13 ଏପ୍ରିଲ୍ (ହି.ସ.) ରାଜଧାନୀ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ରାଜଧାନୀ ପ୍ରତିଷ୍ଠା ଦିବସ'' ଅବସରରେ ଅଭିନନ୍ଦନ । ---------------
ରାଜଧାନୀ


ଭୁବନେଶ୍ୱର, 13 ଏପ୍ରିଲ୍ (ହି.ସ.) ରାଜଧାନୀ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ

କହିଛନ୍ତି ଯେ, ରାଜଧାନୀ ପ୍ରତିଷ୍ଠା ଦିବସ' ଅବସରରେ ଅଭିନନ୍ଦନ

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande