ବିଜେଡି ସଂସଦୀୟ ଦଳ ନେତା ହେଲେ ମାନସ ମଙ୍ଗରାଜ
ଭୁବନେଶ୍ୱର, 13 ଏପ୍ରିଲ୍ (ହି.ସ.)- ମାନସ ମଙ୍ଗରାଜ ହେଲେ ବିଜେଡି ସଂସଦୀୟ ଦଳ ନେତା। ସେହିଭଳି ସୁଲତା ଦେଓକୁ ବିଜେଡି ସଂସଦୟ ଦଳ ଉପନେତା ସହ ମୁଖ୍ୟ ସଚେତକର ଦାୟିତ୍ୱ ମିଳିଛି। ମାନସ ମଙ୍ଗରାଜ ଏବେ ମୁଖ୍ୟ ସଚେତକ ଦାୟିତ୍ୱରେ ଥିବା ବେଳେ ପୂର୍ବରୁ ସୁଲୋତା ଦେଓ ମୁଖ୍ୟ ସଚେତକ
ବିଜେଡି ସଂସଦୀୟ ଦଳ ନେତା ହେଲେ ମାନସ ମଙ୍ଗରାଜ


ଭୁବନେଶ୍ୱର, 13 ଏପ୍ରିଲ୍ (ହି.ସ.)- ମାନସ ମଙ୍ଗରାଜ ହେଲେ ବିଜେଡି ସଂସଦୀୟ ଦଳ ନେତା।

ସେହିଭଳି ସୁଲତା ଦେଓକୁ ବିଜେଡି ସଂସଦୟ ଦଳ ଉପନେତା ସହ ମୁଖ୍ୟ ସଚେତକର ଦାୟିତ୍ୱ ମିଳିଛି। ମାନସ

ମଙ୍ଗରାଜ ଏବେ ମୁଖ୍ୟ ସଚେତକ ଦାୟିତ୍ୱରେ ଥିବା ବେଳେ ପୂର୍ବରୁ ସୁଲୋତା ଦେଓ ମୁଖ୍ୟ ସଚେତକ

ଦାୟିତ୍ୱ ତୁଲାଇ ଥିଲେ। ଏହି ଦୁଇ ଜଣଙ୍କ ଚୟନକୁ ଅନୁମୋଦନ ଦେଇ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଚିଠି

ଲେଖିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande