ଆଗାମୀ ୩ ଦିନ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ
ଭୁବନେଶ୍ୱର, ୧୪ ଅପ୍ରେଲ (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ଆସନ୍ତା ୧୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ପରବର୍ତୀ ୪ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ
ଆଗାମୀ ୩ ଦିନ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ


ଭୁବନେଶ୍ୱର, ୧୪ ଅପ୍ରେଲ (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ଆସନ୍ତା ୧୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ପରବର୍ତୀ ୪ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande