ଗତ ୨୪ ଘଂଟା ମଧ୍ୟରେ ଚିକିଟିରେ ୩୭.୮ ଓ ଦାରିଙ୍ଗବାଡ଼ିରେ ୧୦.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୪ ଅପ୍ରେଲ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗଞ୍ଜାମ ଜିଲ୍ଲାର ଚିକିଟି ବ୍ଲକରେ ୩୭.୮ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ିରେ ୧୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା
ଗତ ୨୪ ଘଂଟା ମଧ୍ୟରେ ଚିକିଟିରେ ୩୭.୮ ଓ ଦାରିଙ୍ଗବାଡ଼ିରେ ୧୦.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୪ ଅପ୍ରେଲ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗଞ୍ଜାମ ଜିଲ୍ଲାର ଚିକିଟି ବ୍ଲକରେ ୩୭.୮ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ିରେ ୧୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande