ପବିତ୍ର ହନୁମାନ ଜୟନ୍ତୀର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ପବିତ୍ର ହନୁମାନ ଜୟନ୍ତୀର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ହନୁମାନ ଜୟନ୍ତୀ ଅବସରରେ ରାଜ୍ୟବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ।
ହନୁମାନ


ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ପବିତ୍ର ହନୁମାନ ଜୟନ୍ତୀର ଶୁଭେଚ୍ଛା ଜଣାଇଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ପବିତ୍ର ହନୁମାନ ଜୟନ୍ତୀ ଅବସରରେ ରାଜ୍ୟବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସଙ୍କଟମୋଚନ ଶ୍ରୀ ହନୁମାନଙ୍କ ଅପାର

କରୁଣାରୁ ସମସ୍ତଙ୍କ ଜୀବନ ସୁଖ,

ସମୃଦ୍ଧି ଓ

ଶାନ୍ତିରେ ଭରିଯାଉ। ମହାବୀରଙ୍କ ନିକଟରେ ସମସ୍ତଙ୍କର ମଙ୍ଗଳ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande