ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତିର ଏହି ପବିତ୍ର ଅବସରରେ ସମସ୍
ହନୁମାନ


ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତିର ଶୁଭେଚ୍ଛା

ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ

କହିଛନ୍ତି ଯେ, ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତିର ଏହି ପବିତ୍ର ଅବସରରେ ସମସ୍ତଙ୍କୁ

ମୋର ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। ଏହି ନୂତନ ବର୍ଷ ଆପଣଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି

ଭରିଦେଉ ଏବଂ ଆମ ସଂସ୍କୃତି ଓ ଓଡ଼ିଆ ଅସ୍ମିତାକୁ ବିଶ୍ୱ ଦରବାରରେ ଆହୁରି ଗୌରବାନ୍ୱିତ କରିବା

ପାଇଁ ଆମକୁ ନୂତନ ଶକ୍ତି ପ୍ରଦାନ କରୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande