ପବିତ୍ର ମହାବିଷୁବ ସଂକ୍ରାନ୍ତି, ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ପବିତ୍ର ମହାବିଷୁବ ସଂକ୍ରାନ୍ତି, ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ମହାବିଷୁବ ସଂକ୍ରାନ୍ତି, ଓଡ଼ିଆ ନବ ବର୍ଷ
ପବିତ୍ର ମହାବିଷୁବ ସଂକ୍ରାନ୍ତି, ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର     ପ୍ରଧାନ


ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ପବିତ୍ର ମହାବିଷୁବ ସଂକ୍ରାନ୍ତି, ଓଡ଼ିଆ ନବ ବର୍ଷର

ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ମହାବିଷୁବ ସଂକ୍ରାନ୍ତି, ଓଡ଼ିଆ ନବ ବର୍ଷ

ଏବଂ ହନୁମାନ ଜୟନ୍ତୀ ଅବସରରେ ହାର୍ଦ୍ଦିକ ଶୁଭକାମନା । ଏହି ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂତନ

ଆଶା, ଅସୀମ ସୁଯୋଗ ଏବଂ

ସମୃଦ୍ଧି ଆଣିଦେଉ । ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ସମଲେଶ୍ୱରୀଙ୍କ ପାଖରେ ସମସ୍ତଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ମଙ୍ଗଳ

କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande