
ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)-
ପବିତ୍ର ହନୁମାନ ଜୟନ୍ତୀର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ହନୁମାନ ଜୟନ୍ତୀ ଅବସରରେ
ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ସମସ୍ତଙ୍କ ଜୀବନ ସୁଖ ସମୃଦ୍ଧିରେ
ପରିପୂର୍ଣ୍ଣ ହେଉ ସଙ୍କଟମୋଚନ ପ୍ରଭୁ ହନୁମାନଙ୍କ ନିକଟରେ ଏତିକି କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା